ଆଜିର ଖବର ଭୁବନେଶ୍ଵରରେ ପ୍ରଥମ ଜନଜାତି ଖେଳ ମହୋତ୍ସବ ପଦକ୍ଷେପକୁ ପ୍ରଧାନମନ୍ତ୍ରୀଙ୍କ ପ୍ରଶଂସା ଭୁବନେଶ୍ଵର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭୁବନେଶ୍ୱରସ୍ଥିତ କଳିଙ୍ଗ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ସୋସିଆଲ ସାଇନ୍ସଠାରେ ପ୍ରଥମ ଜନଜାତି ଖେଳ ମହୋତ୍ସବ ଆୟୋଜନ କରାଯିବା ନେଇ ଖୁସି ବ୍ୟକ୍ତ କରିଛନ୍ତି।…