ଆଜିର ଖବର ଆଦିବାସୀ ମେଳା ୨୦୨୩: ପ୍ରଦର୍ଶିତ ହୋଇଛି ୧୦ଟି ପ୍ରାଚୀନ ଜନଜାତି ଘରର ମଡେଲ ଭୁବନେଶ୍ୱର: ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ବିଭାଗ ଆନୁକୂଲ୍ୟରେ ସ୍ଥାନୀୟ ୟୁନିଟ୍-୧ସ୍ଥିତ ଆଦିବାସୀ ପ୍ରଦର୍ଶନୀ ପଡ଼ିଆଠାରେ ଫେବୃଆରୀ ୨୦ ତାରିଖଠାରୁ ଆଦିବାସୀ ମେଳା-୨୦୨୩ ଆରମ୍ଭ…