ବିଶେଷ ଖବର ନଭେମ୍ବର ୧୫କୁ ଜନଜାତୀୟ ଗୌରବ ଦିବସ ଘୋଷଣା ପାଇଁ କେନ୍ଦ୍ର କ୍ୟାବିନେଟର ଅନୁମୋଦନ ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଆଜି (ତା୧୦-୧୧-୨୧) ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ ନଭେମ୍ବର ୧୫ତାରିଖକୁ ଜନଜାତୀୟ ଗୌରବ ଦିବସଭାବେ ପାଳନ କରିବା ପ୍ରସ୍ତାବ…