ଆଜିର ଖବର ଓଡ଼ିଶାରେ ଜନସ୍ୱାସ୍ଥ୍ୟ ପରିଚାଳନା ପାଇଁ ଲୋକକୁ ସଶକ୍ତ କରିବାକୁ ରିଲାଏନ୍ସ ଫାଉଣ୍ଡେସନର ଉଦ୍ୟମ ଭୁବନେଶ୍ୱର: ବାତ୍ୟା ଦାନା ପରବର୍ତ୍ତୀ ସମୟରେ ରିଲାଏନ୍ସ ଫାଉଣ୍ଡେସନ ପକ୍ଷରୁ ସ୍ଥାନୀୟ ପ୍ରଶାସନ ଓ ତୃଣମୂଳ ସ୍ତରର ଅନୁଷ୍ଠାନଗୁଡ଼ିକ ସହ ମିଶି ଶୁକ୍ରବାର ଦିନ ବାଲେଶ୍ୱର ଜିଲ୍ଲା ସୋରଠାରେ…