ଆଞ୍ଚଳିକ ବାଲୁଗାଁରେ ଉଦଘାଟିତ ହେଲା ପ୍ରଧାନମନ୍ତ୍ରୀ ଭାରତୀୟ ଜନ ଔଷଧି କେନ୍ଦ୍ର ବାଲୁଗାଁ (ସୀତାରାମ ଅଗ୍ରୱାଲ): ଆଜି ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ ଠାରେ ୧୨୦୩୪ ତମ ପ୍ରଧାନମନ୍ତ୍ରୀ ଭାରତୀୟ ଜନ ଔଷଧି କେନ୍ଦ୍ର ଉଦଘାଟିତ ହୋଇଯାଇଛି। ଉକ୍ତ କେନ୍ଦ୍ରକୁ ଭାରତୀୟ…