ଆଜିର ଖବର ଆସନ୍ତାକାଲିଠାରୁ ଖୋର୍ଦ୍ଧା ଜିଲ୍ଲାରେ ଆୟୋଜିତ ହେବ ବିକାଶ ମେଳା-୨୦୨୫: ପଢନ୍ତୁ ସଂପୂର୍ଣ୍ଣ କାର୍ଯ୍ୟକ୍ରମ ଖୋର୍ଦ୍ଧା: ଓଡ଼ିଶା ସରକାରଙ୍କ ଏକବର୍ଷ ଶାସନ ପୂର୍ତ୍ତି ଉପଲକ୍ଷେ ଆସନ୍ତାକାଲି ଜୁନ ୧୨ ତାରିଖରୁ ଜୁନ ୨୧ ତାରିଖ ପର୍ଯ୍ୟନ୍ତ ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲା ସଦର…