ଆଜିର ଖବର ରାଷ୍ଟ୍ରପତିଙ୍କ ଦ୍ୱାରା ଦିଲ୍ଲୀରେ ‘ଓଡ଼ିଶା ପର୍ବ -୨୦୨୪’ ଉଦଘାଟିତ ନୂଆଦିଲ୍ଲୀ/ଭୁବନେଶ୍ୱର: ରାଷ୍ଟ୍ରୀୟ ରାଜଧାନୀ ଦିଲ୍ଲୀର ଜବାହରଲାଲ ନେହେରୁ ଷ୍ଟାଡିୟମରେ ‘ଓଡ଼ିଆ ସମାଜ’ ପକ୍ଷରୁ ଆୟୋଜିତ ‘ଓଡ଼ିଶା ପର୍ବ -୨୦୨୪’ର ଉଦଘାଟନୀ ସମାରୋହରେ ଯୋଗଦେଇ କେନ୍ଦ୍ର ଶିକ୍ଷା ମନ୍ତ୍ରୀ…