ଆଜିର ଖବର ନୂଆ କମଳାପୁର ଗ୍ରାମବାସୀଙ୍କୁ ଜମି ପଟ୍ଟା ପ୍ରଦାନ ନିମନ୍ତେ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବ୍ରହ୍ମପୁର ସାଂସଦ ବ୍ରହ୍ମପୁର: ବ୍ରହ୍ମପୁର ଲୋକସଭା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଗୋପାଳପୁର ବିଧାନସଭା କ୍ଷେତ୍ରର ରଙ୍ଗେଇଲୁଣ୍ଡା ବ୍ଲକ, କମଳାପୁର ପଞ୍ଚାୟତ ଅଧୀନସ୍ଥ ନୂଆ କମଳାପୁର ଗ୍ରାମବାସୀଙ୍କ ଦୀର୍ଘ ଦିନର ଜମି…