ଅପରାଧ ଚିଲିକା: ଜଳଖିଆ ଦୋକାନରେ ଗ୍ରାହକଙ୍କୁ ଛୁରାମାଡ ଅଭିଯୋଗ, ସମସ୍ତ ତିନି ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ ସୀତାରାମ ଅଗ୍ରୱାଲ ଚିଲିକା: କୌଣସି କଥାକୁ ନେଇ ବଚସା ହେବାରୁ ଜଳଖିଆ ଦୋକାନରେ ଗ୍ରାହକଙ୍କୁ ଛୁରାମାଡ ହୋଇଥିବା ଅଭିଯୋଗ ହୋଇଛି। ଛୁରାମାଡରେ ଗ୍ରାହକଜଣଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି।…