ଜଳଛତ୍ର ଉଦଘାଟିତ

ସୀତାରାମ ଅଗ୍ରୱାଲ ବାଣପୁର: ଗ୍ରୀଷ୍ମ ପ୍ରବାହକୁ ଆଖି ଆଗରେ ରଖି ଜନ ସାଧାରଣ ଯେପରି ଅଂଶୁଘାତର ଶିକାର ନ ହୁଅନ୍ତି ସରକାର ବିଭିନ୍ନ ପଦକ୍ଷେପ ଗ୍ରହଣ କରୁଛନ୍ତି।…