ଜଳବିଭାଜିକା ପ୍ରକଳ୍ପ ନିର୍ଦ୍ଦେଶକ

ଭୁବନେଶ୍ୱର: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ସୁନ୍ଦରଗଡ଼ ଜଳବିଭାଜିକା ପ୍ରକଳ୍ପ ନିର୍ଦ୍ଦେଶକ (ୱାଟରସେଡ୍ ପିଡି) ପ୍ରସନ୍ନ କୁମାର ପାତ୍ରଙ୍କୁ ଶନିବାର ଓଡ଼ିଶା ଭିଜିଲାନ୍ସ ଗିରଫ କରିଛି।…