ଆଜିର ଖବର ଓଡ଼ିଶା ସମେତ ଦେଶର ବିଭିନ୍ନ ସ୍ଥାନରେ ରୋ-ରୋ ଫେରୀ ଏବଂ ଜଳମାର୍ଗ ପରିବହନକୁ ମିଳିବ ପ୍ରୋତ୍ସାହନ ନୂଆଦିଲ୍ଲୀ: ଭାରତ ସରକାରଙ୍କ ବନ୍ଦର, ଜାହାଜ ଚଳାଚଳ ଏବଂ ଜଳମାର୍ଗ ମନ୍ତ୍ରଣାଳୟ (ଏମଓପିଏସଡବ୍ଲୁ) ପକ୍ଷରୁ ସାଗରମାଳା କାର୍ଯ୍ୟକ୍ରମ ଅଧୀନରେ ଦେଶରେ ରୋ-ରୋ (ରୋଲ୍ – ଅନ୍, ରୋଲ୍…