ଆଜିର ଖବର ଚରିତ୍ର ଗଠନ ହେଉଛି ଶିକ୍ଷାର ନିହିତ ଉଦ୍ଦେଶ୍ୟ: ଜାତୀୟ ମାନବାଧିକାର ଆୟୋଗ ଅଧ୍ୟକ୍ଷ ଭୁବନେଶ୍ୱର: ବ୍ୟକ୍ତିର ଚରିତ୍ର ଗଠନ ସହିତ ତା’ର ଶାରୀରିକ, ମାନସିକ ନୈତିକ ଏବଂ ଆଧ୍ୟାତ୍ମିକ ବିକାଶକୁ ସକ୍ଷମ କରିବା ହେଉଛି ସାମଗ୍ରିକ ଶିକ୍ଷାର ଉଦ୍ଦେଶ୍ୟ ବୋଲି ଜାତୀୟ…