ଜଷ୍ଟିସ ସଂଜୟ କୁମାର ମିଶ୍ର

କଟକ: ଆଜି ଓଡ଼ିଶା ହାଇକୋର୍ଟର ଦୁଇ ନୂଆ ବିଚାରପତି ଶପଥ ଗ୍ରହଣ କରିଛନ୍ତି। ହାଇକୋର୍ଟ ନୂଆ କନଫରେନ୍ସ ହଲ୍‌ରେ ଆୟୋଜିତ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଜଷ୍ଟିସ ଶୁଭା‌ଶିଷ ତାଳପତ୍ର…