ଆଜିର ଖବର ଜାତୀୟ ଆଇନ ବିଶ୍ୱବିଦ୍ୟାଳୟ ଓଡ଼ିଶାର ସମାବର୍ତ୍ତନ ସମାରୋହରେ ଯୋଗଦେଲେ ରାଷ୍ଟ୍ରପତି ଭୁବନେଶ୍ଵର: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି (ଜୁଲାଇ ୨୬, ୨୦୨୩ରେ) କଟକସ୍ଥିତ ଜାତୀୟ ଆଇନ ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ସମାରୋହରେ ଯୋଗଦେଇ ଆଇନ ଛାତ୍ରଛାତ୍ରୀଙ୍କୁ ସମ୍ବୋଧିତ କରିଛନ୍ତି। ଏହି…