ବିଶେଷ ଖବର ଏପ୍ରିଲ ୨୧ରେ ଆୟୋଜିତ ହେବ ଦେଶରେ ୭୦୦ରୁ ଅଧିକ ସ୍ଥାନରେ ଜାତୀୟ ଆପ୍ରେଣ୍ଟିସିପ୍ ମେଳା ନୂଆଦିଲ୍ଲୀ: ଚଳିତମାସ (ଏପ୍ରିଲ)୨୧ରେ ତାରିଖରେ ଦେଶର ୭୦୦ରୁ ଅଧିକ ସ୍ଥାନରେ ଦିନିକିଆ ଜାତୀୟ ଆପ୍ରେଣ୍ଟିସିପ୍ (ଶିକ୍ଷାନବୀସ) ମେଳା ଆୟୋଜିତ ହେବ। ସ୍କିଲ ଇଣ୍ଡିଆ ଏହି କାର୍ଯ୍ୟକ୍ରମକୁ ଡାଇରୋକ୍ଟୋରେଟ…