ଜାତୀୟ ଐତିହ୍ୟ କର୍ତ୍ତୃପକ୍ଷ

ଭୁବନେଶ୍ବର: ବହୁ ବାଦ ବିବାଦ ପରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପକୁ ଅନୁମତି ମିଳିଛି। ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପକୁ ଜାତୀୟ ଐତିହ୍ୟ କର୍ତ୍ତୃପକ୍ଷ ସର୍ତ୍ତମୂଳକ ଅନୁମତି ପ୍ରଦାନ କରିଛନ୍ତି।…