ଜାତୀୟ କ୍ରୀଡ଼ାଦିବସ

ଭୁବନେଶ୍ୱର: ଡିଏଭି ପୋଖରୀପୁଟରେ ଜାତୀୟ କ୍ରୀଡ଼ାଦିବସ ପାଳିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ କ୍ରୀଡ଼ା ଓ ଯୁବକଲ୍ୟାଣ ବିଭାଗର ଯୁଗ୍ମ ସଚିବ ଶୈଳେନ୍ଦ୍ର କୁମାର ଜେନା ଯୋଗ ଦେଇ…