ଆଜିର ଖବର ୩୦ ପଦକ ସହିତ ଜାତୀୟ କ୍ରୀଡାରେ ଚମକିଲେ ରିଲାଏନ୍ସ ଫାଉଣ୍ଡେସନ୍ ଆଥଲେଟ ଭୁବନେଶ୍ୱର: ଗୋଆରେ ଅନୁଷ୍ଠିତ ଜାତୀୟ କ୍ରୀଡା ୨୦୨୩ରେ ରିଲାଏନ୍ସ ଫାଉଣ୍ଡେସନ୍ର ଆଥଲେଟମାନେ ଚମତ୍କାର ପ୍ରଦର୍ଶନ କରିବା ସହିତ ସାତଟି ବିଭିନ୍ନ କ୍ରୀଡାରେ ମୋଟ ୩୦ ପଦକ ହାସଲ…