ଜାତୀୟ କ୍ରୀଡ଼ାର ଶୁଭାରମ୍ଭ

ଅହମ୍ମଦାବାଦ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଗୁଜରାଟର ନରେନ୍ଦ୍ର ମୋଦୀ ଷ୍ଟାଡିୟମରେ ୩୬ତମ ଜାତୀୟ କ୍ରୀଡ଼ାର ଶୁଭାରମ୍ଭ ଗୋଷଣା କରିଛନ୍ତି। ଏହି କାର୍ଯ୍ୟକ୍ରମ ଅବସରରେ ପ୍ରଧାନମନ୍ତ୍ରୀ ଦ୍ବାରା…