PIB_NEWS ଜାତୀୟ ଖାଇବା ତେଲ ମିଶନ-ପାମ ଅଏଲ ଗଠନ ପ୍ରସଂଗ, ଆଜି କେନ୍ଦ୍ର କ୍ୟାବିନେଟ ଦେଲେ ମଂଜୁରୀ ନୂଆଦିଲ୍ଲୀ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ ପାମ ଅଏଲ (ତାଳ ତେଲ) ଲାଗି ଏକ ନୂତନ ମିଶନ ଆରମ୍ଭ କରାଯିବା ପ୍ରସ୍ତାବକୁ…