ଜାତୀୟ ଗବେଷଣା ଫାଉଣ୍ଡେସନ ବିଲ୍

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଆଜି ଅନୁଷ୍ଠିତ କ୍ୟାବିନେଟ ବୈଠକରେ ସଂସଦରେ ଜାତୀୟ ଗବେଷଣା ଫାଉଣ୍ଡେସନ (ଏନ୍ଆର୍ଏଫ) ବିଲ-୨୦୨୩କୁ ଉପସ୍ଥାପନ କରିବା ସଂକ୍ରାନ୍ତ ପ୍ରସ୍ତାବକୁ ଅନୁମୋଦନ…