ଆଜିର ଖବର ଖୋର୍ଦ୍ଧାରେ ଜିଲ୍ଲାସ୍ତରୀୟ ତମାଖୁ ନିୟନ୍ତ୍ରଣ ସମନ୍ବୟ କମିଟି ବୈଠକ ଅନୁଷ୍ଠିତ ଖୋର୍ଦ୍ଧା: ଜିଲ୍ଲା ସ୍ତରୀୟ ଜାତୀୟ ତମାଖୁ ନିୟନ୍ତ୍ରଣ ସମନ୍ବୟ କମିଟି ବୈଠକ ସ୍ଥାନୀୟ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଛି। ରାଜସ୍ବ ଅତିରିକ୍ତ ଜିଲ୍ଲାପାଳ …