ବିଶେଷ ଖବର ପ୍ରଥମ ଜାତୀୟ ତାଲିମ ଆଲୋଚନାଚକ୍ରକୁ ଉଦ୍ଘାଟନ କରିବେ ପ୍ରଧାନମନ୍ତ୍ରୀ ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦେଶର ପ୍ରଥମ ଜାତୀୟ ତାଲିମ ଆଲୋଚନାଚକ୍ରକୁ ନୂଆଦିଲ୍ଳୀର ପ୍ରଗତି ମୈଦାନ ସ୍ଥିତ ଆନ୍ତର୍ଜାତିକ ପ୍ରଦର୍ଶନୀ ଓ ଅଧିବେଶନ କେନ୍ଦ୍ରଠାରେ ଉଦ୍ଘାଟନ କରିବେ।…