ଆଜିର ଖବର ନାକଟିଦେଉଳ ବ୍ଲକରେ ଜାତୀୟ ପଂଚାୟତିରାଜ ଦିବସ ପାଳିତ ରେଢ଼ାଖୋଲ (କନ୍ଦର୍ପ ବେହେରା): ସମ୍ବଲପୁର ଜିଲ୍ଲା ନାକଟିଦେଉଳ ବ୍ଲକ ପରିସରରେ ବ୍ଲକ ଅଧ୍ୟକ୍ଷା ସ୍ୱରୂପାରାଣୀ ସାହୁଙ୍କ ସଭାପତିତ୍ୱ ରେ ଜାତୀୟ ପଂଚାୟତରାଜ ଦିବସ ପାଳିତ ହୋଇ ଯାଇଛି।…