ଆଞ୍ଚଳିକ “ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ” ଆନୁକୂଲ୍ୟରେ ବାଲୁଗାଁ ମହାବିଦ୍ୟାଳୟରେ ଜାତୀୟ ପାଠଚକ୍ର ଅନୁଷ୍ଠିତ ବାଲୁଗାଁ (ସୀତାରାମ ଅଗ୍ରୱାଲ): ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ ମହାବିଦ୍ୟାଳୟ “ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ” ଆନୁକୂଲ୍ୟରେ ଆଜି ଏକଦିବସୀୟ ଜାତୀୟ ପାଠଚକ୍ର ଅନୁଷ୍ଠିତ ହୋଇଯାଇଛି।” ପଣ୍ଡିତ…