ଆଞ୍ଚଳିକ “ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ” ଦ୍ଵାରା ଗୋଦାବରୀଶ ମହାବିଦ୍ୟାଳୟରେ ଜାତୀୟ ପାଠଚକ୍ର ଅନୁଷ୍ଠିତ ବାଣପୁର (ସୀତାରାମ ଅଗ୍ରୱାଲ): ଗୋଦାବରୀଶ ମହାବିଦ୍ୟାଳୟ “ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ” ଦ୍ଵାରା ଗତକାଲି ଏକଦିବସୀୟ ଜାତୀୟ ପାଠଚକ୍ର ଅନୁଷ୍ଠିତ ହୋଇଯାଇଛି। “ସତ୍ୟବାଦୀ ସାହିତ୍ୟ: ସ୍ୱର…