ଆଜିର ଖବର ଦେଶରେ ପ୍ରଥମ ଥର ପାଇଁ ନଦୀ ଡଲଫିନ୍ ଗଣନା ରିପୋର୍ଟ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗୁଜରାଟର ଗିର୍ ଜାତୀୟ ଉଦ୍ୟାନ ପରିଦର୍ଶନ କରିଛନ୍ତି। ସେଠାରେ ସେ ଜାତୀୟ ବନ୍ୟପ୍ରାଣୀ ବୋର୍ଡର ସପ୍ତମ ବୈଠକରେ ଅଧ୍ୟକ୍ଷତା କରିଛନ୍ତି। ଜାତୀୟ…