ଜାତୀୟ ବିଚାରପତି ବ୍ୟାଡମିଣ୍ଟନ୍ ଟୁର୍ଣ୍ଣାମେଣ୍ଟ

ଭୁବନେଶ୍ବର: ଝାଡଖଣ୍ଡ ଉଚ୍ଚ ନ୍ୟାୟାଳୟର ଆୟୋଜନରେ ରାଞ୍ଚୀସ୍ଥିତ ‘ଠାକୁର ବିଶ୍ୱନାଥ ସହଦେଓ’ ଇଣ୍ଡୋର ଷ୍ଟାଡିୟମ୍‌ରେ ଦୁଇଦିନିଆ ୨ୟ ଜାତୀୟ ବିଚାରପତି ବ୍ୟାଡମିଣ୍ଟନ୍ ଟୁର୍ଣ୍ଣାମେଣ୍ଟ ସଫଳତାର ସହ ଅନୁଷ୍ଠିତ…