ଆଜିର ଖବର ଜାତୀୟ ବିପର୍ଯ୍ୟୟ ଭୟ ହ୍ରାସ ମଞ୍ଚର ତୃତୀୟ ଅଧିବେଶନ ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ଉଦ୍ଘାଟିତ ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଜାତୀୟ ବିପର୍ଯ୍ୟୟ ହ୍ରାସ ମଂଚ (ନ୍ୟାସନାଲ ପ୍ଲାଟଫର୍ମପର ଡିଜାଷ୍ଟର ରିକ୍ସ ରିଡକ୍ସନ ବା ଏନ୍ଡିପିଆର୍ଆର)ର ତୃତୀୟ ଅଧିବେଶନକୁ ଉଦ୍ଘାଟନ କରିଛନ୍ତି।…