ଆଜିର ଖବର ଭୁବନେଶ୍ୱର ଉପକଣ୍ଠ ଆଇସିଏଆର-ସିଫାଠାରେ ଜାତୀୟ ମତ୍ସ୍ୟ ଚାଷୀ ଦିବସ ୨୦୨୫ ଆୟୋଜିତ ଭୁବନେଶ୍ୱର: ଭୁବନେଶ୍ୱର ଉପକଣ୍ଠ କୌଶଲ୍ୟାଗଙ୍ଗସ୍ଥିତ ଆଇସିଏଆର-କେନ୍ଦ୍ରୀୟ ମଧୁର ଜଳ ଜୀବ ପାଳନ ପ୍ରତିଷ୍ଠାନ (ସିଫା) ପରିସରରେ ଆଜି ଜାତୀୟ ମତ୍ସ୍ୟ ଚାଷୀ ଦିବସ ୨୦୨୫ ଅନୁଷ୍ଠିତ ହୋଇଯାଇଛି।…