ଆଜିର ଖବର ଜାତୀୟ ରାଜପଥ ଦୁର୍ଘଟଣାରେ ବାପା ମୃତ ଝିଅ ଗୁରୁତର ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ଗୋଳନ୍ଥରା ଥାନା ଅନ୍ତର୍ଗତ କନିଷି ହାଟରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟି ସ୍କୁଟି ଚାଳକ ବାପା ଭଗବାନ ଗୌଡଙ୍କ ମୃତ୍ୟୁ ଘଟିଥିବା…