ଜାତୀୟ ରାଜପଥ ଲୁଟେରା

ସୀତାରାମ ଅଗ୍ରୱାଲ ବାଲୁଗାଁ: ଆଜି ଚାରି ଜଣ ଜାତୀୟ ରାଜପଥ ଲୁଟେରାଙ୍କୁ ଗିରଫ କରିଛି ବାଲୁଗାଁ ପୋଲିସ।  ଏହି ଚାରି ଅଭିଯୁକ୍ତ ନିକଟରେ ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ…