ଆଜିର ଖବର ଦେଶରେ ଲାଇଟ୍ ହାଉସ୍ ପର୍ଯ୍ୟଟନର ଅପାର ସମ୍ଭାବନା ରହିଛି: କେନ୍ଦ୍ର ମନ୍ତ୍ରୀ ସର୍ବାନନ୍ଦ ସୋନୱାଲ ଭୁବନେଶ୍ୱର: କେନ୍ଦ୍ର ବନ୍ଦର, ଜାହାଜ ଚଳାଚଳ ଓ ଜଳମାର୍ଗ ମନ୍ତ୍ରୀ ସର୍ବାନନ୍ଦ ସୋନୱାଲ ପୁରୀରେ ଆୟୋଜିତ ହେଉଥିବା ଦ୍ୱିତୀୟ ଜାତୀୟ ଲାଇଟ୍ ହାଉସ୍ ମହୋତ୍ସବକୁ ଉଦଘାଟନ କରିଛନ୍ତି।…