ଆଜିର ଖବର ‘ଜାତୀୟ ସଂଖ୍ୟାଲଘୁ ଶିକ୍ଷାନୁଷ୍ଠାନ ଆୟୋଗ’ର ୨୦ତମ ପ୍ରତିଷ୍ଠା ଦିବସରେ କେନ୍ଦ୍ରମନ୍ତ୍ରୀ ନୂଆଦିଲ୍ଲୀ/ଭୁବନେଶ୍ୱର: ଏକବିଂଶ ଶତାବ୍ଦୀରେ ଭାରତ ଜ୍ଞାନ ଭିତ୍ତିକ ଅର୍ଥନୀତିର ନେତୃତ୍ୱ ନେବ। ଯେତେବେଳେ ‘ବିକଶିତ ଭାରତ’ର ସ୍ୱପ୍ନ ସାକାର ହେବ, ଏହା କୌଣସି ଗୋଟିଏ ଜାତି କିମ୍ବା…