ଆଜିର ଖବର ଗ୍ରାମାଞ୍ଚଳରେ ସମବାୟ ସମିତିର ସଶକ୍ତୀକରଣ ଓ ସୁଦୃଢ଼ୀକରଣ ପାଇଁ ଦୁଇ ଦିନିଆ ଜାତୀୟ ସମୀକ୍ଷା ବୈଠକ ଭୁବନେଶ୍ଵର: ଦେଶରେ ସମବାୟ ସମିତିଗୁଡ଼ିକୁ ସଶକ୍ତ କରିବା ଏବଂ ଗ୍ରାମାଞ୍ଚଳରେ ସମବାୟ ସମିତିଗୁଡ଼ିକୁ ସୁଦୃଢ଼ କରିବା ଉଦ୍ଦେଶ୍ୟରେ ସମବାୟ ମନ୍ତ୍ରଣାଳୟ ପକ୍ଷରୁ ଆୟୋଜିତ ଦୁଇଦିନିଆ ଜାତୀୟ ସମୀକ୍ଷା…