ଜାତୀୟ ସେବା ଯୋଜନା ପୁରସ୍କାର

ବାଲୁଗାଁ: ବାଲୁଗାଁ ମହାବିଦ୍ୟାଳୟର ଛାତ୍ରୀ ମୋନାଲିସା ରାଉତଙ୍କୁ ଆଜି ତାଙ୍କର ଉଲ୍ଲେଖନୀୟ ସେବା ପାଇଁ ରାଜ୍ୟ ପୁରସ୍କାର ପ୍ରଦାନ କରାଯାଇଛି। ଭୁବନେଶ୍ୱରସ୍ଥ ଜୟଦେବ ଭବନରେ ଉଚ୍ଚ ଶିକ୍ଷା…