ଜାତୀୟ ଖବର ଓଡିଶାର ୨ ବୁଣାକାରଙ୍କ ସମେତ ମୋଟ ୨୨ ବୁଣାକାରଙ୍କୁ ସମ୍ମାନିତ କଲେ ରାଷ୍ଟ୍ରପତି ନୂଆଦିଲ୍ଲୀ: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି (୮ ଅଗଷ୍ଟ, ୨୦୨୬) ନୂଆଦିଲ୍ଲୀର ରାଷ୍ଟ୍ରପତି ଭବନ ସାଂସ୍କୃତିକ କେନ୍ଦ୍ରରେ ଆୟୋଜିତ ଦ୍ୱାଦଶ ଜାତୀୟ ହସ୍ତତନ୍ତ ଦିବସ ସମାରୋହରେ ଯୋଗ…