ଜାତୀୟ ଖବର ଜାତୀୟ ହସ୍ତତନ୍ତ ମେଳାରେ ସେପ୍ଟେମ୍ବର ୨୨ ତାରିଖ ସୁଦ୍ଧା ୧ କୋଟି ୫୦ ଲକ୍ଷରୁ ଊର୍ଦ୍ଧ ବ୍ୟବସାୟ ଭୁବନେଶ୍ୱର: ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ଅନ୍ତର୍ଗତ ‘ବୟନିକା’ ଆନୁକୂଲ୍ୟରେ ସ୍ଥାନୀୟ ୟୁନିଟ୍-୩ସ୍ଥିତ ପ୍ରଦର୍ଶନୀ ପଡ଼ିଆଠାରେ ସେପେଫମ୍ବର ୧୨ ତାରିଖଠାରୁ ଜାତୀୟ ସ୍ତରୀୟ ହସ୍ତତନ୍ତ ମେଳା…