ଜାତୀୟ ଖବର ଆସନ୍ତାକାଲି କଟକ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କାରଣ କଣ ଜାଣନ୍ତୁ ଭୁବନେଶ୍ବର, ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କଟକ ଗସ୍ତ କରିବେ। ସେ ଭୁବନେଶ୍ବରରୁ ହେଲିକେପ୍ଟରେ ଯୋଗେ ଦିନ 10ଟା 30ରୁ ବାହାରି କଟକ ଉପର ବାଲିଯାତ୍ରା ପଡିଆରେ…