ଆଜିର ଖବର ଜାନୁଆରୀ ୧୨ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ଭୁବନେଶ୍ୱର: ଆସନ୍ତା ଜାନୁଆରୀ ୧୨ ତାରିଖ ସୋମବାର ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ।ମୁଖ୍ୟମନ୍ତ୍ରୀଙ୍କ ଅନ୍ୟାନ୍ୟ ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟ ଥିବାରୁ ଆସନ୍ତା ସୋମବାର ଜାନୁଆରୀ ୧୨ ତାରିଖରେ…