ଆଜିର ଖବର ପ୍ରଧାନମନ୍ତ୍ରୀ ଉଜ୍ଜ୍ୱଳା ଯୋଜନା ଉପଭୋକ୍ତାଙ୍କୁ ଜାରି ରହିବ ୩୦୦ ଟଙ୍କାର ସବସିଡି ସୁବିଧା ନୂଆଦିଲ୍ଲୀ: ୨୦୨୪-୨୫ ଆର୍ଥିକ ବର୍ଷରେ ପ୍ରଧାନମନ୍ତ୍ରୀ ଉଜ୍ଜ୍ୱଳା ଯୋଜନା (ପିଏମୟୁୱାଇ)ର ହିତାଧିକାରୀମାନଙ୍କୁ ବାର୍ଷିକ ୧୨ଟି ସିଲିଣ୍ଡର ରିଫିଲ୍ ପର୍ଯ୍ୟନ୍ତ ୧୪.୨ କିଲୋଗ୍ରାମ ସିଲିଣ୍ଡର ପିଛା ୩୦୦ ଟଙ୍କା…