ଜିଆରପି ପୋଲିସ

ନିରାକାରପୁର: ଖୋର୍ଦ୍ଧା ଜିଲ୍ଲା ନିରାକାରପୁର ରେଲୱେ ଷ୍ଟେସନ ନିକଟରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଟ୍ରେନ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଥିବା ସୂଚନା ରହିଛି।…