ଆଜିର ଖବର ଛାତ୍ରଛାତ୍ରୀ ଓ ଫ୍ୟାକଲ୍ଟିଙ୍କ ତାଲିମ ପାଇଁ ସୋଆ ଏବଂ ଜିଏମ୍ଆର୍ ଗ୍ରୁପ୍ ମଧ୍ୟରେ ବୁଝାମଣା ସ୍ୱାକ୍ଷରିତ ଭୁବନେଶ୍ୱର: ପାରସ୍ପରିକ ସହଯୋଗ ନିମନ୍ତେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଏବଂ ଜିଏମ୍ଆର୍ କମଳଙ୍ଗା ଏନର୍ଜି ଲିମିଟେଡ୍ (ଜିକେଇଏଲ୍), ଢ଼େଙ୍କାନାଳ ମଧ୍ୟରେ ଗୁରୁବାର ଏକ ବୁଝାମଣା ସ୍ୱାକ୍ଷରିତ…