ଜାତୀୟ ଖବର ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ହେଲେ କେନ୍ଦ୍ର ଜିଏସଟି ପରିଷଦର ସଦସ୍ୟ ଭୁବନେଶ୍ୱର: ଭାରତ ସରକାରଙ୍କ ଅଧୀନରେ ଜିଏସଟି କାଉନ୍ସିଲ ଗଠନ କରାଯାଇଛି। ଏଥିରେ ଦେଶର ବିଭିନ୍ନ ରାଜ୍ୟର ମନ୍ତ୍ରୀମାନଙ୍କୁ ସଦସ୍ୟ ଭାବେ ଚୟନ କରାଯାଇଛି। ଆମ ରାଜ୍ୟ ଓଡିଶାରୁ…