ଆଜିର ଖବର ବିଜେପି ଛାଡି ବିଜେଡ଼ିରେ ଯୋଗ ଦେଲେ ଫିଲ୍ମ ଅଭିନେତ୍ରୀ ଜିନା ସାମଲ ଭୁବନେଶ୍ୱର: ବାଲେଶ୍ୱର ଜିଲ୍ଲା ଅନ୍ତର୍ଗତ ଭୋଗରାଇ ନିର୍ବାଚନମଣ୍ଡଳୀର ତଥା ଓଡିଶାର ପ୍ରତିଷ୍ଠିତ ଫିଲ୍ମ ଓ ସିରିୟଲ ଅଭିନେତ୍ରୀ ଜିନା ସାମଲ ଆଜି ଶଙ୍ଖଭବନ ଠାରେ ରାଜ୍ୟସଭା ସାଂସଦ…