ଅପରାଧ ଗମ୍ଭାରୀମୁଣ୍ଡା ବଜାରରୁ ଚୋରୀ ଘଟଣାର ହେଲା ପର୍ଦ୍ଦାଫାଶ: ୭ ଅଭିଯୁକ୍ତ ଗିରଫ, ଲକ୍ଷାଧିକ ଟଙ୍କାର ଜିନିଷ ଜବତ ସୀତାରାମ ଅଗ୍ରୱାଲ ବାଣପୁର: ଖୋର୍ଦ୍ଧା ଜିଲ୍ଲା ବାଣପୁର ଥାନା ଅନ୍ତର୍ଗତ ଗମ୍ଭାରିମୁଣ୍ଡା ବଜାରରୁ ଚୋରୀ ଘଟଣାର ପର୍ଦ୍ଦାଫାସ ହୋଇଛି। ଏହି ଘଟଣାରେ ସମ୍ପୃକ୍ତ ଥିବା ୭ ଜଣ…