ଆଜିର ଖବର ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ସାକ୍ଷାତ କଲେ ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାରର ଅଧ୍ୟକ୍ଷ ନବୀନ ଜିନ୍ଦଲ ଭୁବନେଶ୍ବର: ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ଲୋକସେବା ଭବନ ଠାରେ ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାରର ଅଧ୍ୟକ୍ଷ ତଥା ସାଂସଦ ଶ୍ରୀ ନବୀନ ଜିନ୍ଦଲ…