ବିଶେଷ ଖବର ଜିରୋ କାଜୁଆଲ୍ଟି ଆମର ଲକ୍ଷ୍ୟ, ବାତ୍ୟାର ମୁକାବିଲା ପାଇଁ ସରକାର ସମ୍ପୂର୍ଣ୍ଣ ଭାବେ ପ୍ରସ୍ତୁତ: ମୁଖ୍ୟମନ୍ତ୍ରୀ ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନରେ ବାତ୍ୟା ମୋନ୍ଥାର ମୁକାବିଲା ସମ୍ପର୍କରେ ସମୀକ୍ଷା କରି ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦେଇ କହିଛନ୍ତି ଯେ,…