ଆଞ୍ଚଳିକ ଜଗତସିଂହପୁର ଜିଲ୍ଲାରେ ଅସ୍ଥାୟୀ ସ୍ୱାସ୍ଥ୍ୟକେନ୍ଦ୍ର ପ୍ରସ୍ତୁତି ସମ୍ପର୍କରେ ଜିଲ୍ଲାପାଳଙ୍କ ସମୀକ୍ଷା ବୈଠକ: ତିର୍ତ୍ତୋଲର ୬୦ ଶ୍ରମିକଙ୍କୁ ପଠାଯିବ ନୂଆପଡ଼ା ରମେଶ ମହାନ୍ତି ଜଗତସିଂହପୁର: ଆଜି ପୂର୍ବାହ୍ନରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟସ୍ଥ ଓସୱାନ୍ ଭି.ସି ରୁମ୍ ଠାରେ ଜିଲ୍ଲାପାଳ ସଂଗ୍ରାମ କେଶରୀ ମହାପାତ୍ର ଭିଡିଓ କନଫରେନ୍ସ ମାଧ୍ୟମରେ ଏକ ସମୀକ୍ଷା…